ପୁରୀ ଓ ଗଞ୍ଜାମରେ ‘ମେଗା ପାନୀୟ ଜଳ ପ୍ରକଳ୍ପ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋମୁଣ୍ଡିଆ ନିକଟରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କ ‘ବସୁଧା’ ଯୋଜନା ଅଧୀନରେ ଥିବା ଏକ ପ୍ରସ୍ତାବିତ ବୃହତ ପାନୀୟ ଜଳ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।
ଏହି ପ୍ରକଳ୍ପ ଲାଗି ୧୮୩ କୋଟି…