କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ଅଲରାଉଣ୍ଡର
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡର ଅଭିଜ୍ଞ ଅଲରାଉଣ୍ଡର ଡଗ ବ୍ରେସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି । ୩୫ ବର୍ଷୀୟ ବ୍ରେସୱେଲ ୨୦୧୧ରୁ ୨୦୨୩ ପର୍ଯ୍ୟନ୍ତ ୨୮ ଟେଷ୍ଟ, ୨୧ ଦିନିକିଆ ଓ ୨୦ଟି ଟି୨୦ ମ୍ୟାଚ ଖେଳିଛନ୍ତି । ସେ ଓଭରାଲ ୭୪ ୱିକେଟ ଅକ୍ତିଆର କରିଛନ୍ତି । ନ୍ୟୁଜିଲାଣ୍ଡ…