ଭାରତ-ୱେଷ୍ଟଇଣ୍ଡିଜ ୨ୟ ଟି-୨୦ ମ୍ୟାଚ ପୂର୍ବରୁ ବଦଳିଲା ଷ୍ଟାଡିୟମର ନାମ
ନୂଆଦିଲ୍ଲୀ : ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ୩ମ୍ୟାଚ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ୨ୟ ମ୍ୟାଚ ମଙ୍ଗଳବାର ଦିନ ଲକ୍ଷେ୍ନøରେ ଖେଳାଯିବ ।
କୋଲକାତାରେ ଖେଳାଯାଇଥିବା ପ୍ରଥମ ମ୍ୟାଚରେ ବିଜୟ ହାସଲ କରିଥିବା ଭାରତୀୟ ଦଳ ଆଜିର ମ୍ୟାଚରେ ସିରିଜ ହାତେଇବା ଲକ୍ଷ୍ୟ ନେଇ ମଇଦାନକୁ…