ଆସନ୍ତା କାଲିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ବାରିପଦା : ପର୍ଯ୍ୟଟକଙ୍କ ପାଇଁ ମୟୁରଭଞ୍ଜ ଜିଲ୍ଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ୧ରୁ ଖୋଲା ହେବାକୁ ଯାଉଛି ।
ପର୍ଯ୍ୟଟନ ଋତୁକୁ ନଜରରେ ରଖି ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ଅନୁଯାୟୀ…