ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବା ଆଶଙ୍କା, ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ଦିନ ଓଡ଼ିିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସାମାନ୍ୟରୁ ମଧ୍ୟମ ଧରଣର ଏବଂ ଅଳ୍ପକିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛନ୍ତି ।
ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ର ଭାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ…