ଭଦ୍ରକରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ନେଇ ସମଗ୍ର ଜିଲ୍ଲାରେ ବନ୍ଦ ଡ଼ାକରା
ଭଦ୍ରକ: ଭଦ୍ରକରେ ମେଡ଼ିକାଲ କଲେଜ ପ୍ରତିଷ୍ଠା କରିବା ନେଇ ଆଜି ଜିଲ୍ଲା ଉନ୍ନୟନ ସଂଘର୍ଷ ସମିତି ତଥା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏକ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । ଫଳରେ ଭଦ୍ରକ ସହର ସମେତ ଜିଲ୍ଲାର ସମସ୍ତ ବ୍ଲକରେ ଏହି ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ ପାଳିତ ହେଉଛି ।…