ସହିଦ ଦିବସରେ ଓଡିଶା ପୋଲିସର ସହିଦ ବୀର ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି
କଟକ : ୫୯ ତମ ରାଜ୍ୟସ୍ତରୀୟ ପୋଲିସ ସହିଦ ଦିବସ ଆଜି ପୂର୍ବାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଆୟୋଜିତ ହୋଇଛି ।
ଏହି ଅବସରରେ ବିଭିନ୍ନ ଆରକ୍ଷୀ ବିଭାଗରେ ସହିଦ ହୋଇଥିବା ଯବାନମାନଙ୍କ ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ବୀର…