ଭିଜିଲାନ୍ସ ଜାଲରେ ଫସିଲେ ଓଡିଶା ରାଜ୍ୟ ପ୍ରଦୂଷଣ ବୋର୍ଡର ରିଜିଓନାଲ ଅଫିସର
ଭୁବନେଶ୍ୱର : ଭୁବନେଶ୍ୱର ଭିଜିଲାନ୍ସ ଅଧିକାରୀ କଳିଙ୍ଗନଗରରେ ଥିବା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ରିଜିଓନାଲ ଅଫିସର ହାଡିବନ୍ଧୁ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଗିରଫ କରିଛି ।
ସୂଚନା ଅନୁଯାୟୀ ତାଙ୍କ ବିରୋଧରେ ଆୟ ବହିର୍ଭତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଖଣ୍ଡଗିରି…