ପୋଲାଭରମ୍ ପ୍ରସଙ୍ଗରେ କେନ୍ଦ୍ରକୁ ଜବାବ ତଲବ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: “ନିର୍ମାଣାଧୀନ ପୋଲାଭରମ୍ ପ୍ରକଳ୍ପର ଜଳଧାରଣ କ୍ଷମତା କେତେ? ଆସନ୍ତାକାଲି ଏନେଇ ତଥ୍ୟ ରଖ” - ପୋଲାଭରମ୍ ପ୍ରସଙ୍ଗରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଗତ ଏକ ରିଟ୍ ପିଟିସନ୍ର ଶୁଣାଣି କରି ଆଜି କେନ୍ଦ୍ର ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।
ପୋଲାଭରମ୍…