ଛାତ୍ର ସଂସଦ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ ପରେ ପ୍ରାର୍ଥୀ ଆରମ୍ଭ କଲେ କ୍ୟାମ୍ପେନ୍
ଭୁବନେଶ୍ୱର: ରାଜ୍ୟର ସମସ୍ତ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପ୍ରକ୍ରିୟା ବୁଧବାର ଠାରୁ ଆରମ୍ଭ ହୋଇଛି । ରାଜ୍ୟ ବିଭିନ୍ନ କଲେଜ ଓ ୟୁନିଭର୍ସିଟିରେ ଛାତ୍ର ସଂସଦ ନିର୍ବାଚନ ଲାଗି ଆଶାୟୀ ଛାତ୍ରଛାତ୍ରୀମାନେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଗୁରୁବାର ଅର୍ଥାତ ୪…