ଶୁକ୍ରବାର ଦିନ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ବିଦ୍ୟୁତ ସେବା, ଜାଣନ୍ତୁ କେଉଁଠି…
ଭୁବନେଶ୍ୱର/କଟକ: ଭୁବନେଶ୍ୱର ଓ କଟକରେ ଆସନ୍ତାକାଲି ତଥା ନଭେମ୍ବର ୧୫ ତାରିଖରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍ ସରାବରାହ ବନ୍ଦ ରହିବା ନେଇ ସେସୁ ପକ୍ଷରୁ ଘୋଷଣା କରାଯାଇଛି ।
ଜାଣନ୍ତୁ, ଭୁବନେଶ୍ୱର ଓ କଟକର କେଉଁସବୁ ସ୍ଥାନରେ ଶୁକ୍ରବାର ଦିନ ବନ୍ଦ ରହିବ ବିଦ୍ୟୁତ୍ ସେବା
ଭୁବନେଶ୍ୱର:
ରାମ…