ଐତିହାସିକ କଟକ ‘ବାଲିଯାତ୍ରା’କୁ ଜାତୀୟ ମାନ୍ୟତା ପ୍ରଦାନ ଲାଗି ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର: କଟକର ଐତିହାସିକ ବାଲିଯାତ୍ରାକୁ ନ୍ୟାସନାଲ୍ ମେରିଟାଇମ୍ ହେରିଟେଜ୍ ଫେଷ୍ଟିଭାଲ୍ ମାନ୍ୟତା ଦେବାକୁ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏନେଇ ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଦିନ କେନ୍ଦ୍ରୀୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ…