Latest Odisha News

BREAKING NEWS

ଆଜି ‘ବଡ ଓଷା’, ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଭୁବନେଶ୍ୱର : କାର୍ତ୍ତି କ ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ବଡ ଓଷା ପାଳନ ହେବା ଅବସରରେ ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ ହୋଇଉଠିଛି । ଭକ୍ତମାନେ ଏହି ଦିନ ବ୍ରତଧାରଣ ପୂର୍ବକୁ ଉପବାସ ରହି ପୂଜାର୍ଚ୍ଚନା କରିଥାନ୍ତି । ଏହି ଦିନ ଭୋଳା ଶଙ୍କରଙ୍କ ପାଖରେ ଏକ ସ୍ୱତନ୍ତ୍ର ପୀଠା ଭୋଗ…

ବେଙ୍ଗଲ-ବାଂଲାଦେଶ ସ୍ଥଳଭାଗ ଛୁଇଁଲା ବାତ୍ୟା ବୁଲବୁଲ୍; ବାଂଲାଦେଶରେ ୧୮ ଲକ୍ଷ ଲୋକ ସ୍ଥାନାନ୍ତରୀତ !

ଭୁବନେଶ୍ୱର: ବାତ୍ୟା ବୁଲବୁଲର ପ୍ରକୋପ ଓଡ଼ିଶାରେ କ୍ରମଶଃ ହ୍ରାସ ପାଇ ଏହା ଏବେ ବାଂଲାଦେଶ ମୁହାଁ ହୋଇ ବେଙ୍ଗଲ-ବାଂଲାଦେଶ ସ୍ଥଳଭାଗ ଛୁଇଁଲା । ଏହାକୁ ଦୃଷ୍ଟିରେ ରଖି ବାଂଲାଦେଶରେ ପ୍ରାୟ ୧୮ ଲକ୍ଷରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରୀତ କରାଯାଇଛି । ଓଡ଼ିଶାରୁ ବାତ୍ୟା…

ଅଯୋଧ୍ୟା ରାୟ ପ୍ରସଙ୍ଗରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ତଥା ବର୍ଷ ବର୍ଷ ପୁରୁଣା ଅଯୋଧ୍ୟା ଜମି ମାମଲାରେ ସୁପ୍ରିମକୋର୍ଟ ଶନିବାର ଦିନ ନିଜ ରାୟ ପ୍ରଦାନ କରିଛନ୍ତି । ଅଯୋଧ୍ୟା ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଦେଶବାସୀଙ୍କୁ ଶାନ୍ତି ପ୍ରତିଷ୍ଠା ଜାରି…

ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼; ସରକାର ଗଠନ ଲାଗି ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଏବେ ଘଡ଼ିକେ ଘୋଡ଼ା ଛୁଟୁଛି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସୟାରୀ ଶନିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି । ଆସନ୍ତା ୧୧ ତାରିଖ ରାତି ୮ଟା ସୁଦ୍ଧା…

ଧର୍ମୀୟ ଭାବନାକୁ କ୍ଷୁର୍ଣ୍ଣ କରିବା ପରି ଖବର ପ୍ରସାରଣ କରିପାରିବେ ନାହିଁ ଗଣମାଧ୍ୟମ: ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଅଯୋଧ୍ୟା ମାମଲାରେ ଚର୍ଚ୍ଚା, ଡିବେଟ ଓ ରିପୋର୍ଟିଂ ସମୟରେ ପୋଗ୍ରାମ କୋଡ଼ର କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଆଇ ଆଣ୍ଡ ବି) । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଅମିତ ଖେର ଜାରି କରିଥିବା ଏକ ପତ୍ରରେ…

ବାତ୍ୟା ବୁଲବୁଲ ପରବର୍ତ୍ତୀ ଓଡ଼ିଶାର କେଉଁ ଜିଲ୍ଲାରେ କିପରି କ୍ଷୟକ୍ଷତି ହୋଇଛି, ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗଙ୍କ ସୂଚନା ଅନୁଯାୟୀ ଆଜି ତା୦୯.୧୧.୨୦୧୯ ପ୍ରାତଃ ୫.୩୦ ମିନିଟରେ ସାମୁଦ୍ରିକ ଝଡ଼ ବୁଲ୍‍ବୁଲ୍‍ ପାରାଦୀପର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୧୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଥିଲା । ସେତେବେଳେ ଏହାର ବେଗ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୩ କି.ମି. ବେଗରେ…

ଅଯୋଧ୍ୟା ରାୟ: ବଲିଉଡ଼ ସେଲିବ୍ରେଟି ମାନେ ଦେଲେ ଏହିଭଳି ପ୍ରତିକ୍ରିୟା

ମୁମ୍ବାଇ: ସୁପ୍ରିମକୋର୍ଟ ଶନିବାର ଦିନ ଦେଶର ସର୍ବପୁରାତନ, ସମ୍ବେଦନଶୀଳ ତଥା ବହୁ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାର ରାୟ ଶୁଣାଇଛନ୍ତି । ସୁପ୍ରିମ କୋର୍ଟଙ୍କ ରାୟ ପରେ ବଲିଉଡ ସେଲିବ୍ରେଟି ମାନେ ସୋସିଆଲ ମିଡିଆରେ ନିଜ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏମାନଙ୍କ ମଧ୍ୟରୁ କିଛି…

ଆଜି ରାତି ୧୧ଟା ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ବୁଲବୁଲ୍: ‘ଏସଆରସି’

ଭୁବନେଶ୍ୱର: ଉପକୂଳ ଓଡିଶାରେ ନିଜର ଭୟଙ୍କର ରୂପ ଦେଖାଉଛି ବାତ୍ୟା ବୁଲବୁଲ୍ । ବିଶେଷ କରି ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ଏହାର ପ୍ରଭାବ ବିଶେଷ ଭାବେ ଅନୁଭୂତ ହୋଇଛି । ଅନେକ ସ୍ଥାନରେ ଗଛ ଭାଙ୍ଗିବା ସହ ବିଦ୍ୟୁତ ଖୁଣ୍ଟ ମଧ୍ୟ ଉପୁଡି ପଡିଛି । ତେବେ…

ବାତ୍ୟାରେ ଦେବଦୂତ ସାଜି ଗର୍ଭବତୀଙ୍କୁ ଉଦ୍ଧାର କଲେ ଉଦ୍ଧାରକାରୀ ଦଳ

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରିବା ସହ ଓଡିଶାର ନିକଟତର ହେଉଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକାଳୁ ପବନ ସହ ପ୍ରବଳ ବର୍ଷା ଲାଗି ରହିଛି । ଏଭଳି ଏକ ଘଡିସନ୍ଧି ମୂହୁର୍ତ୍ତରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା…