Latest Odisha News

BREAKING NEWS

ବାତ୍ୟା ବୁଲବୁଲ୍: ସନ୍ଧ୍ୟା ପରଠାରୁ ପବନର ବେଗ ବଢିପାରେ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବୁଲୁବୁଲ୍ ଶୁକ୍ରବାର ଭୋର୍ ୫ଟା ସମୟରେ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବାପରେ ଏହା କ୍ରମେ ଓଡ଼ିଶାର ନିକଟବର୍ତ୍ତୀ ହେଉଛି । ଏବେ ଏହା ପାରାଦୀପ ଉପକୂଳଠାରୁ ପ୍ରାୟ ୩୫୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ଭାରତୀୟ…

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ବିଭୁପ୍ରସାଦ ରାଉତରାୟ

କଟକ: ବିଭୁପ୍ରସାଦ ରାଉତରାୟ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଦିନ ଶପଥ ଗ୍ରହଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ହାଇକୋର୍ଟର ମୁଖ୍ୟ ବଚାରପତି ଚିଫ୍ ଜଷ୍ଟିସ କେ ଏସ୍ ଜାଭେରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ…

ଭୁବନେଶ୍ୱର ବାଲିଯାତ୍ରା ପାଇଁ କଡାକଡି ହେବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ଚଳିତବର୍ଷ ଭୁବନେଶ୍ବର ସହରଠାରୁ କିଛି ଦୂରରେ କୁଆଖାଇ ନଦୀ ପଠାରେ ଆୟୋଜିତ ହେଉଛି ବଳିଯାତ୍ରା । ନଭେମ୍ବର ୧୨ରୁ ୨୦ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ମେଳା ଉପରେ ନଜର ରଖିବା ପାଇଁ ୬ଟି ୱାଚ ଟାୱାରର ବ୍ୟବସ୍ଥା କରାଯିବ ବୋଲି…

୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟକୁ ମଞ୍ଜୁର କଲେ ଓଡିଶା ସରକାର

ଭୁବନେଶ୍ୱର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ମନ୍ତ୍ରୀ ପରିଷଦ ବୈଠକରେ ୮୩୦୦ କୋଟି ଟଙ୍କା ଅତିରିକ୍ତ ବଜେଟ୍ ମଞ୍ଜୁର କରାଯାଇଛି । ରାଜ୍ୟ ସଚିବାଳୟରେ ଶୀତକାଳୀନ ଅଧିବେଶନକୁ ଉଦଘାଟନ କରିବା ସହ ଅର୍ଥମନ୍ତ୍ରୀ…

ଆନ୍ତର୍ଜାତିକ ଚଳଚ୍ଚିତ୍ର ଉତ୍ସବରେ ପ୍ରଦର୍ଶିତ ହେବ ‘ଦ ମଦର ଲ୍ୟାଣ୍ଡ’

ଭୁବନେଶ୍ୱର: କୋଲକାତାରେ ହେବାକୁ ଥିବା ଆନ୍ତର୍ଜାତିକ ଚଳଚ୍ଚିତ୍ର ଉତ୍ସବରେ ‘ଦ ମଦର ଲ୍ୟାଣ୍ଡ’ ଫିଲ୍ମ ଖୁବଶୀଘ୍ର ପ୍ରଦର୍ଶିତ ହେବାକୁ ଯାଉଛି । ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ ନିର୍ଦ୍ଦେଶକ ଶିବୁ ପୃଷ୍ଟିଙ୍କ ନିର୍ଦ୍ଦେଶନାରେ ଦୀର୍ଘ ୬୧ ମିନିଟ ଅବଧିରେ ଏହି ସିନେମା ନିର୍ମିତ…

ଖୋର୍ଦ୍ଧା ଗଣଦୁଷ୍କର୍ମ ଘଟଣା: ମୁହଁ ଖୋଲିଲେ ଅଭିଯୁକ୍ତଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଚଳନ୍ତା ଗାଡି ମଧ୍ୟରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ଶୁକ୍ରବାର ଦିନ ମୁହଁ ଖୋଲିଛନ୍ତି ଅଭିଯୁକ୍ତ ସୌମ୍ୟ ରଞ୍ଜନ ମହାନ୍ତିଙ୍କ ପରିବାର ବର୍ଗ । ଏନେଇ ତାଙ୍କ ପରିବାର ସଦସ୍ୟ କହିଛନ୍ତି, ସମ୍ପୃକ୍ତ ମହିଳା ଜଣକ ଦୁଷ୍କର୍ମ ନେଇ ସମ୍ପୂର୍ଣ୍ଣ…

ପାକିସ୍ତାନର ଅସ୍ତ୍ର ବିରତି ଉଲଂଘନ; ଜଣେ ଭାରତୀୟ ଯବାନ ସହିଦ

ପୁଞ୍ଚ: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲ୍ଲା କେଜି ସେକ୍ଟରଠାରେ ଶୁକ୍ରବାର ସକାଳୁ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ର ବିରତି ଉଲଂଘନ କରାଯାଇ ଗୁଳି ଚଳାଇବା ସହ ସେଲିଙ୍ଗ ନିକ୍ଷେପ କରାଯାଇଛି । ଏଥିରେ ଜଣେ ଭାରତୀୟ ଯବାନ ସହିଦ ହୋଇଥିବା ସୂଚନା ମିଳିଛି । ଭାରତୀୟ ସେନା ମଧ୍ୟ ଏହାର କଡା ଜବାବ…

ବାତ୍ୟା ବୁଲବୁଲ୍: ପ୍ରଶାସନିକ ସ୍ତରରେ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର: ସାମୁଦ୍ରିକ ଝଡ ବୁଲବୁଲ୍ ପ୍ରଭାବରେ ଉପକୂଳବର୍ତ୍ତି ୯ଟି ଜିଲ୍ଲାରେ ପବନ ଓ ବର୍ଷା ସ୍ଥିତିର ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋରଦାର କରାଯାଇଛି । ଏଥିପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଅତି ଭୟଙ୍କର ରୂପ ନେଉଛି ‘ବୁଲବୁଲ୍’, ଜାଣନ୍ତୁ କେଉଁ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରୁଥିବା ବେଳେ ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି । ଆଇଏମଡି ପକ୍ଷରୁ ଜାରି ସଦ୍ୟତମ ବୁଲେଟିନ୍…

ବାତ୍ୟା ବୁଲବୁଲ୍: ଆଉ ଏକ ଜିଲ୍ଳାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ଘୋଷଣା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ବୁଲବୁଲ ପ୍ରଭାବରେ ଶୁକ୍ରବାର ଓ ଶନିବାର ଓଡ଼ିଶା ତଥା ପଶ୍ଚିମବଙ୍ଗରେ ହେବାକୁ ଥିବା ସମ୍ଭାବ୍ୟ ବର୍ଷା ତଥା ପବନକୁ ଲକ୍ଷ୍ୟ ରଖି ଶୁକ୍ରବାର ଦିନ ଓଡ଼ିଶାର ଆଉ ଏକ ଜିଲ୍ଲାର ସ୍କୁଲ ଗୁଡିକୁ ଜିଲ୍ଲା ପ୍ରଶାସନ ଛୁଟି ଘୋଷଣା କରିଛନ୍ତି। ଆଜି ଯାଜପୁର…