ରାଜ୍ୟର ଏହିସବୁ ସ୍ଥାନରେ ଘନ କୁହୁଡି…
ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି।
ରାଜ୍ୟ ରାଜଧାନୀରେ ରାତିର ତାପମାତ୍ରା ୨୦ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା।…