ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଟିକଟକ, ଦେଖନ୍ତୁ ଭିଡିଓ
ଭୁବନେଶ୍ୱର: ଆଜିର ଯୁବ ପିଢିଙ୍କୁ ଘାରିଛି ଟିକଟକ ନିଶା । କିଛିଦିନ ତଳେ ଟିକଟକ ଭିଡ଼ିଓ ସୁଟିଂ କରୁକରୁ ୨ ମହଲା ଛାତରୁ ପଡି ଜଣେ ଯୁବକ ଗୁରୁତର ଆହତ ହୋଇଥିବା ବେଳେ ଏବେ ପୁଣି ଚର୍ଚ୍ଚାର ପରିସର ମଧ୍ୟକୁ ଟାଣି ହୋଇ ଆସିଛି ଟିକଟକ ।
ରାସ୍ତା ଘାଟ, ପାର୍କ ଯେଉଁଠି ଦେଖ ସେଇଠି ଟିକଟକ ପ୍ରେମୀ…