ବିଜେପୁର ଉପନିର୍ବାଚନ ଭୋଟଗଣତି: ୨ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗରେ
ବରଗଡ: ବରଗଡ ଜିଲ୍ଲା ଲୋକସଭା ଅର୍ନ୍ତଗତ ବିଜେପୁର ଉପ ନିର୍ବାଚନ ଲାଗି ଭୋଟଗଣତି ଗୁରୁବାର ଦିନ ଜାରି ରହିଥିବାବେଳେ ୨ୟ ରାଉଣ୍ଡ ସୁଦ୍ଧା ବିଜେଡି ସବୁଠୁ ଆଗୁଆ ରହିଛି ।
ପ୍ରାପ୍ତ ସୂଚନାନୁଯାୟୀ ଆଜି ଆଜି ଭୋଟ୍ ଗଣତିର ୨ୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ଖାତାରେ ୭୨୭୦…