Mohammed Mokim: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ: ମୋକିମ
କଟକ: ଗଣମାଧ୍ୟମକୁ ଆଜି ବଡ ସୂଚନା ଦେଇଛନ୍ତି ବରିଷ୍ଠ ରାଜନେତା ମହମ୍ମଦ ମୋକିମ । ସେ କହିଛନ୍ତି ଖୁବଶୀଘ୍ର ଗଠନ ହେବ ନୂଆ ଆଞ୍ଚଳିକ ଦଳ । ରାଜ୍ୟରେ ଅନେକ ଉଦୟମାନ ଯୁବକ ଅଛନ୍ତି ତାଙ୍କୁ କେବଳ ଏକ ସୁଯୋଗର ଆବଶ୍ୟକତା ରହିଛି । ରାଜ୍ୟରେ ଏବେ ବିଜେପି ସରକାର ଏବଂ ବିଜେଡି ଯେଉଁଭଳି ସ୍ଥିତି ଦେଇ…