ରାଫେଲ୍ ଚକା ତଳେ ଲେମ୍ବୁ
ରାଫେଲ୍ ଚକା ତଳେ ଲେମ୍ବୁ
ବିଚିତ୍ର ବିଶ୍ୱାଳ
ଯେଉଁ ରାଫେଲ୍ ଯୁଦ୍ଧ ବିମାନକୁ ନେଇ ନିର୍ବାଚନ ସମୟରେ ଭାରତୀୟ ରାଜନୀତି ଗରମ ହୋଇଯାଇଥିଲା, ତାହା ଏବେ ପୁଣି ଥରେ ଚର୍ଚ୍ଚାର ଶିରୋନାମା ହୋଇଛି । ଏଥର ଚର୍ଚ୍ଚା ରାଫେଲ୍ ଦାମ୍ କିମ୍ବା ଦୁର୍ନୀତିକୁ ନେଇ ନୁହେଁ । ଭାରତର ପ୍ରତିରକ୍ଷା ମନ୍ତ୍ରୀ…