ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ନୀରବତା ନେଇ ପ୍ରଶ୍ନ ଉଠାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର : ରତ୍ନଭଣ୍ଡାର ଚାବି ହଜିବା ନେଇ ଏବେ ରାଜ୍ୟ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି । ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ପ୍ରଶାସନ ସମେତ ରାଜ୍ୟର ଖୋଦ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର ଟ୍ୱିଟ୍ କରି କହିଛନ୍ତି,…