ଭିଜିଲାନ୍ସ ଜାଲରେ ଫସିଲେ କୋଟିପତି ଶିକ୍ଷୟିତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୬ ସ୍ଥିତ ସିଟି ବିଦ୍ୟାଳୟର ଜନୈକ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତିଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିନ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି।
ସୂଚନା ଅନୁଯାୟୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ…