ଦୁର୍ଗାପୂଜା ଲାଗି ଟ୍ୱିନସିଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା ଆସୁଥିବା ବେଳେ ଟ୍ୱିନସିଟି ଭୁବନେଶ୍ୱର ଓ କଟକରେ କମିଶନରେଟ୍ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡକଡି କରାଯାଉଥିବା ନେଇ ପୋଲିସ ଡିଜି ସୁଧାଂଶୁ ଷଡଙ୍ଗି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ।
ସୁରକ୍ଷା ଦୃଷ୍ଟିକୁ ନଜରରେ ରଖି ଏହି ୨ଟି ସହରରେ ୬୩…