ବିଜେପୁର ଉପ ନିର୍ବାଚନ: ସନତ ଗଡତିଆ ହେଲେ ବିଜେପି ପ୍ରାର୍ଥୀ
ଭୁବନେଶ୍ୱର: ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ଲାଗି ରବିବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ସନତ ଗଡତିଆଙ୍କୁ ପ୍ରାର୍ଥୀ କରାଯାଇଛି ।
ଚଳିତ ୨୦୧୯ ନିର୍ବାଚନରେ ବିଜେଡି ସୁପି୍ରମୋ ତଥା ମୁଖ୍ୟମନ୍ତ୍ରୀ ନବୀନ…