ମହାଳୟା ତିଥିରେ କାହିଁକି କରାଯାଏ ପିଣ୍ଡଦାନ, ଜାଣନ୍ତୁ
ଆଜି ଅମାବାସ୍ୟା। ଅମାବାସ୍ୟା ତିଥି ମନୁଷ୍ୟର ଜନ୍ମକୁଣ୍ଡଳୀରେ ଥିବା ପିତୃଦୋଷ-ମାତୃଦୋଷରୁ ମୁକ୍ତ କରିବା ସହ ପିଣ୍ଡଦାନ,ଶ୍ରାଦ୍ଧ ନିମନ୍ତେ ଫଳଦାୟକ ବୋଲି କୁହାଯାଇଥାଏ। ଶାସ୍ତ୍ରରେ ଏହି ତିଥିକୁ ‘ସର୍ବପିତୃ ଶ୍ରାଦ୍ଧ’ ତିଥି ବୋଲି କୁହାଯାଇଥାଏ।
ଭାରତୀୟ ପୁରାଣ ଶାସ୍ତ୍ର ଓ ଗ୍ରନ୍ଥ…