ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ; ୧୫ ଦିନ ମଧ୍ୟରେ ଦଲାଲ ମୁକ୍ତ ହେବ ‘ଆରଟିଓ’ କାର୍ଯ୍ୟାଳୟ
ଭୁବନେଶ୍ୱର: 'ଆରଟିଓ' କାର୍ଯ୍ୟାଳୟ ଗୁଡ଼ିକୁ ଦଲାଲ ମୁକ୍ତ କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଗୁରୁବାର ଦିନ ଭିଡିଓ କନଫରେନସିଂ ଜରିଆରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଏସ୍ପି ଓ ଆରଟିଓ ମାନଙ୍କ ସହିତ ସିଧାସଳଖ ଆଲୋଚନା କରିଛନ୍ତି…