ଜବତ ହେଲା ୨ କ୍ୱିଣ୍ଟାଲ ଗଞ୍ଜେଇ; ଜଣେ ଗିରଫ
କଟକ: କଟକ ଶିଖରପୁର ଛକରୁ ବୁଧବାର ଦିନ ୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି ପୋଲିସ । ଏହାସହ ସମ୍ପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।
ମିଳିଥିବା ସୂଚନା ଅନୁସାରେ,ବୁଧବାର ଦିନ ରାସ୍ତାରେ ଯାଉଥିବା ଏକ ଗାଡି ଉପରେ ସନ୍ଦେହ ହେବାରୁ ଅବକାରୀ ବିଭାଗ ଗାଡିଟିକୁ ଅଟକାଇ…