ମାଟି ତଳୁ ହାତୀର ଗଳିତ ଶବ ତସ୍କର ଖୋଳିବା ଘଟଣା; ଆଉ ୩ ଗିରଫ, ହାତୀ ଦାନ୍ତ ଜବତ
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ନୀଳଗିରି କୂଳଡିହା ଅଭୟାରଣ୍ୟରେ ମାଟି ତଳୁ ହାତୀର ଗଳିତ ଶବ ତସ୍କର ଖୋଳିବା ଘଟଣାରେ ପୁଣି ୩ ଜଣ ଗିରଫ ହୋଇଛନ୍ତି । ଏମାନଙ୍କୁ ମିଶାଇ ମୋଟ ଅଭିଯୁକ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ବନ ବିଭାଗ କରିବା ସହ ୩ଟି ଦାନ୍ତ ଜବତ କରିଛି ।…