ତିହାର ଜେଲରେ ଚିଦାମ୍ବରମଙ୍କୁ ଭେଟିଲେ ସୋନିଆ ଓ ମନମୋହନ
ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସୋମବାର ଦିନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ତିହାର ଜେଲରେ ସାକ୍ଷାତ କରିଛନ୍ତି ।
ଆଇଏନଏକ୍ସ ଦୁର୍ନୀତି ମାମଲାରେ ପି.ଚିଦାମ୍ବରମଙ୍କୁ ପୂର୍ବରୁ ଗିରଫ କରାଯାଇଥିବା ବେଳେ ସେ…