ବିଶ୍ୱସ୍ତରୀୟ ହେବ ଭୁବନେଶ୍ୱର ରେଳ ଷ୍ଟେସନ: ରେଲୱେ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
.ଓଡ଼ିଶା ସରକାର ଓ ରେଳ ମନ୍ତ୍ରଣାଳୟ ମଧ୍ୟରେ ବୁଝାମଣା
.ତିନି ବର୍ଷ ମଧ୍ୟରେ ବିକଶିତ ହେବ ପ୍ରକଳ୍ପ
ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନର ନବ କଳେବର କରାଯିବ । ଏହାକୁ ବିଶ୍ୱ ସ୍ତରୀୟ ଷ୍ଟେସନରେ ପରିଣତ କରିବା ପାଇଁ ଆଜି ଦିଲ୍ଲୀର ଉଦ୍ୟୋଗ ଭବନଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ…