ଗ୍ରାହକଙ୍କ ପାଇଁ ଖୁସି ଖବର; ୨ ହଜାର ଟଙ୍କା ହ୍ରାସ ପାଇଲା ସୁନାଦର
ନୂଆଦିଲ୍ଲୀ: ଗତ କିଛିଦିନ ହେବ ସୁନାଦର କ୍ରମାଗତ ଭାବେ ବଢି ୧୦ ଗ୍ରାମକୁ ୪୦ ହଜାର ଟଙ୍କା ପାରି କରିଥିଲା । ହେଲେ ଏବେ ସୁନା ଦର ଟିକିଏ କମିବାରେ ଲାଗିଛି । ଗୋଟିଏ ସପ୍ତାହରେ ଏହା ପ୍ରାୟ ୨ ହଜାର ଟଙ୍କା ହ୍ରାସ ପାଇଛି ।
ସେପ୍ଟେମ୍ବର ୫ ତାରିଖରେ ଦଶଗ୍ରାମ ପ୍ରତି ୪୦,୪୭୦ ଟଙ୍କା ଥିବା ବେଳେ…