ପୋଲିସ ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ଅପରାଧି ଆହତ
ବ୍ରହ୍ମପୁର/ଝାରସୁଗୁଡା: ଗଞ୍ଜାମ ଓ ଝାରସୁଗୁଡା ଅଞ୍ଚଳରେ ପୋଲିସ ଏନକାଉଣ୍ଟରରେ ଶନିବାର ଦିନ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧି ଆହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ ପ୍ରଥମ ଘଟଣା ଘଟିଛି ବ୍ରହ୍ମପୁର ସହରର ଗୋଷାଁଣୀନୂଆଗାଁ ଅଞ୍ଚଳରେ ଥିବା ଜୟଶ୍ରୀ କେମିକାଲ୍ ରୋଡରେ । ଏହି ରୋଡରେ କୋକେ ଓ…