ସୋଆ ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କୁ ନେଇ ନିଯୁକ୍ତିଦାତା ମାନେ ବେଶ୍ ପ୍ରଭାବିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ(ଆଇଟିଇଆର)ର ୨୦୨୦ ଗ୍ରାଜୁଏଟିଂ ବ୍ୟାଚର ଛାତ୍ରଛାତ୍ରୀଙ୍କୁ ମାଇକ୍ରୋସଫ୍ଟ, ରିଲାୟନ୍ସ ଇଣ୍ଡଷ୍ଟ୍ରିଜ୍, ଆମାଜନ୍, ଡିଲଏଟ୍, ରବର୍ଟ ବୋସ, ଇନଫରମାଟିକା,…