Latest Odisha News

BREAKING NEWS

ଆରମ୍ଭ ହେଲା ବିଜେଡିର ‘ସଭ୍ୟ ସଂଗ୍ରହ ଅଭିଯାନ’, ପ୍ରତିଘରେ ପହଞ୍ଚିବାକୁ ସଂକଳ୍ପ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ଦଳ ଲାଗି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ବିଜେପି ମୁଖ୍ୟାଳୟରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସେ ଆଜି ୨୪ ଜଣଙ୍କୁ ପାର୍ଟିର ପ୍ରାଥମିକ ସଦସ୍ୟ ଭାବେ ଏବଂ ନିଜକୁ…

ପୁରୀ ବଡଦାଣ୍ଡ ଉଚ୍ଛେଦ ପ୍ରସଙ୍ଗ: ସରକାରଙ୍କୁ ସମାଲୋଚନା କଲେ ପୂର୍ବତନ ବିଜେଡି ସାଂସଦ

ଭୁବନେଶ୍ୱର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିସର ଉଚ୍ଛେଦ ପ୍ରସଙ୍ଗକୁ ନେଇ ଓଡିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ତଥାଗତ ଶତପଥୀ। ଏହି ଉଚ୍ଛେଦ ପ୍ରକ୍ରିୟା ବେଆଇନ ହୋଇନପାରେ କିନ୍ତୁ ଏହାପ୍ରକାର ବେପରୁଆ ଓ ଅଶିଷ୍ଟତା । ଶହଶହ ବର୍ଷର ପୁରୁଣା…

ହଜାରଟି ପ୍ଲାଷ୍ଟିକ୍ ବୋତଲ ସହ ବାଲୁକା ଶିଳ୍ପୀ ସୁଦର୍ଶନ ନିର୍ମାଣ କଲେ ଗଣେଶ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ଲାଷ୍ଟିକ୍ ବୋତଲରେ ଗଣେଶ ମୂର୍ତ୍ତି ନିର୍ମାଣ କରିବା ସହ ପ୍ଲାଷ୍ଟିକର ବ୍ୟବହାର ନକରିବା ଲାଗି ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଗଣେଶ ଚତୁର୍ଥୀ ଅବସରରେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ…

ନୂଆ ଟ୍ରାଫିକ୍ ନିୟମ: ପ୍ରଥମ ଦିନରେ ମୋଟା ଅଙ୍କର ତଣ୍ଡ ଗଣିଲେ ଉଲଘଂନକାରୀ

ଭୁବନେଶ୍ୱର: ନୂଆ ଟ୍ରାଫିକ୍ ନିୟମ କଡାକଡି ଭାବେ ଲାଗୁ କରାଯାଉଥିବା ବେଳେ କମିଶନରେଟ୍ ପୋଲିସ କଟକ ଓ ଭୁବନେଶ୍ୱରରୁ ନିୟମ ଉଲଘଂନକାରୀଙ୍କ ଠାରୁ ଏଯାବତ ପ୍ରାୟ ୨.୧୩ ଲକ୍ଷ ଟଙ୍କା ତଣ୍ଡ ଆଦାୟ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛନ୍ତି, ନୂଆ ମୋଟର…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

ରାଉରକେଲାରେ ଧରାପଡ଼ିଲା ସେକ୍ସ ର‌୍ୟାକେଟ୍

ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (ଆରଏସପି)ର ଏକ କ୍ୱାଟରରୁ ପୋଲିସ ରବିବାର ବିଳମ୍ବିତ ରାତିରେ ଏକ ସେକ୍ସ ର‌୍ୟାକେଟକୁ ଠାବ କରି ଏଥିରେ ସଂପୃକ୍ତ ଥିବା ୩ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି । ମିଳିଥିବା ସୂଚନାନୁଯାୟୀ, ଆରଏସପି)ର ଏକ କ୍ୱାଟରରେ ସେକ୍ସ ର‌୍ୟାକେଟ୍ ଚାଲୁଥିବା ନେଇ ଖବର…

ସମ୍ବଲପୁରରେ ପୋଲିସ ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ସୋମବାର ଦିନ ପୋଲିସର ଏନକାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧୀ ଆହତ ହୋଇଛି । ଆହତ ଅପରାଧୀର ନାମ ମୁସିମ୍ ଅଖତର୍ ବୋଲି ଜଣାପଡିଛି । ତା’ ଠାରୁ ଗୋଟିଏ ବୁଲେଟ୍ ଓ ଗୋଟିଏ ୯ ଏମଏମର ପିସ୍ତଲ୍ ଓ ୪ ହଜାର ଟଙ୍କା ଜବତ କରିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ।…

ପବିତ୍ର ‘ଗଣେଶ ଚତୁର୍ଥୀ’ରେ ଚଳଚଞ୍ଚଳ ସାରା ରାଜ୍ୟ

ଭୁବନେଶ୍ୱର: ପବିତ୍ର ‘ଗଣେଶ ଚତୁର୍ଥୀ’ ଉପଲକ୍ଷେ ଚଳଚଞ୍ଚଳ ହୋଇଉଠିଛି ସାରା ରାଜ୍ୟ । ବିିଭନ୍ନ ଶିକ୍ଷାନୁଷ୍ଠାନ ଠାରୁ ଆରମ୍ଭ କରି ମଣ୍ଡପ ଗୁଡିକରେ ଅଗ୍ରପୂଜ୍ୟ ବିଘ୍ନ ବିନାଶକଙ୍କୁ ଆରାଧନା କରାଯାଉଛି । ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥିକୁ ‘ଗଣେଶ ଚତୁର୍ଥୀ’ ରୂପେ ପାଳନ…

କିପରି ଗଣେଶଙ୍କୁ ପୂଜା କଲେ ପାଇବେ ସୁଖ, ସମୃଦ୍ଧି ଓ ସୌଭାଗ୍ୟ !

ଭୁବନେଶ୍ୱର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଏହି ପବିତ୍ର ଦିବସରେ ଗଣେଶ ଭଗବାନଙ୍କୁ ଘରେ ପୂଜା କଲେ ସୁଖ, ସମୃଦ୍ଧି, ଧନ-ସମ୍ପଦ ତଥା ଆପଣ ସୌଭାଗ୍ୟର ଅଧିକାରୀ ହୋଇପାରିବେ । ଦେବ ଦେବ ମହାଦେବ ଶିବ ଓ ପାର୍ବତୀଙ୍କ ପୁତ୍ର ହେଲେ ଗଣେଶ । ଶ୍ରୀଗଣେଶ ପ୍ରକୃତରେ ବୁଦ୍ଧି ଓ ଜ୍ଞାନର ପ୍ରଭୁ, ତେଣୁ…

ଆଜିଠୁ ବିଜେଡ଼ିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ…

ଭୁବନେଶ୍ୱର: ଶାସକ ବିଜୁ ଜନତା ଦଳ ସୋମବାରଠାରୁ ସଭ୍ୟ ସଂଖ୍ୟା ଦ୍ୱିଗୁଣିତ କରିବା ଲାଗି ‘ସଭ୍ୟ ସଂଗ୍ରହ ଅଭିଯାନ’ ଆରମ୍ଭ କରିବାକୁ ଯାଉଛି । ଏବେ ବିଜେଡ଼ିର ସଭ୍ୟ ସଂଖ୍ୟା ୪୭ ଲକ୍ଷ ରହିଥିବା ବେଳେ ସଭ୍ୟ ସଂଗ୍ରହ ତ୍ୱରାନ୍ୱିତ କରିବାକୁ ଉଦ୍ୟମ କରିବ ଦଳ । ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଥିବା…