ଅନଲାଇନରେ ରେଳ ଟିକେଟ ବୁକିଙ୍ଗ ହେଲା ମହଙ୍ଗା
ନୂଆଦିଲ୍ଲୀ: ଅନଲାଇନରେ ରେଳ ଟିକେଟ ବୁକିଙ୍ଗ ହେଲା ମହଙ୍ଗା। ଆଜିଠାରୁ ଅନଲାଇନରେ ଟିକେଟ ବୁକିଂ କରୁଥିବା ରେଳ ଯାତ୍ରୀଙ୍କୁ ପୂର୍ବ ଅପେକ୍ଷା ଦେବାକୁ ପଡିବ ଅଧିକ ସର୍ଭିସ ଚାର୍ଜ ବା ସେବା ଶୁଳ୍କ।
ମିଳିଥିବା ସୂଚନା ଅନୁସାରେ ଅଗଷ୍ଟ ୩୦ ତାରିଖରେ ଆଇଆରସିଟିସି (ଆଇ.ଆର.ସି. ଟି.ସି.)…