ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାପ ସହ ୨ ପୁଅ ମୃତ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଡଖୋର୍ଦ୍ଧା ନିକଟରେ ୧୬ ନଂ ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ମଳିପଡାର ବାସିନ୍ଦା କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ…