ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର…