ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ। ଜାମିନ ଦେଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍। ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। BMC ଅଧିକାରୀଙ୍କୁ ମାଡ଼ ଘଟଣାରେ ଗିରଫ ହୋଇଥିଲେ ଜଗନ୍ନାଥ।
ଭୁବନେଶ୍ବର ମହାନଗର ନିଗମର ଜଣେ ବରିଷ୍ଠ…