ଗୁରବାରରେ ମାନନ୍ତୁ ଏହିସବୁ କଥା, ଧନଧାନ୍ୟରେ ଘର ପୁରି ଉଠିବ
ଗୁରୁବାର ବୃହସ୍ପତିଙ୍କୁ ସମର୍ପିତ ହୋଇ ଥିବାରୁ ଦେବଗୁରୁଙ୍କ ପ୍ରିୟ ହଳଦିଆ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ଭଗବାନ ବିଷ୍ଣୁଙ୍କୁ ମଧ୍ୟ ହଳଦିଆ ରଙ୍ଗ ପ୍ରିୟ। ତେଣୁ ଗୁରୁବାର ଭଗବାନ ବିଷ୍ଣୁଙ୍କୁ ହଳଦିଆ ଫୁଲ ଅର୍ପଣ କରନ୍ତୁ।
-ଗୁରୁବାରକୁ ମା’ ଲକ୍ଷ୍ମୀଙ୍କ ବାର ବୋଲି ମଧ୍ୟ କୁହାଯାଏ।…