ଖୋଲିଲା ହୀରାକୁଦ ଡ୍ୟାମର ୨ଟି ଗେଟ୍, ଆଉ ୧୪ଟି ଖୋଲିବ ଆଜି
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗତ ବୁଧବାର ଦିନ ନିଷ୍କାସିତ ହୋଇଥିବା ବେଳେ ଆଜି ପର୍ଯ୍ୟାୟକ୍ରମେ ୨ଟି ଗେଟ୍ ଖୋଲିଛି ।
ମିଳିଥିବା ସୂଚନାନୁଯାୟୀ ଏହି ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ଥିବାବେଳେ ଏହାର ଜଳସ୍ତର ୬୨୧ ଫୁଟକୁ ଛୁଇଁଛି ।…