ପ୍ରଦର୍ଶନୀ ପଡ଼ିଆକୁ ସ୍ଥାନାନ୍ତରୀତ ହେଲା ସ୍ୱାଧୀନତା ଦିବସ ପ୍ୟାରେଡ୍
ଭୁବନେଶ୍ୱର: ପୂର୍ବରୁ ରାଜଧାନୀର ମହାତ୍ମାଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହେଉଥିବା ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପ୍ୟାରେଡ଼ ଏଥର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ।
ଏସମ୍ପର୍କରେ ଗଣମାଧ୍ୟମକୁ ସୂଚନାଦେଇ ଟ୍ୱିନସିଟି ପୋଲିସ କମିଶନର୍ ସତ୍ୟଜିତ ମହାନ୍ତି କହିଛନ୍ତି, ଏହି ରାଜ୍ୟସ୍ତରୀୟ…