Latest Odisha News

BREAKING NEWS

କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦ୍ ଗିରଫ

ଇସଲାମାବାଦ: ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ତଥା ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍ ସୟିଦ୍ ଗିରଫ ହୋଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1151390532935049217?s=08 ମିଳିଥିବା ସୂଚନାନୁଯାୟୀ ପାକିସ୍ତାନର…

ଧଳା ବାଳ?  ଆପଣାନ୍ତୁ ଏହି ଘରୋଇ ଉପଚାର

ଆଜିକାଲିର ଯୁବପିଢି ଖାଉଥିବା ଓ ପିଉଥିବା ସମସ୍ତ ପଦାର୍ଥରେ ଭରି ରହିଛି ବିଷାକ୍ତ କେମିକାଲ୍ । ଏହାର ପ୍ରଭାବରେ ଅତି କମ ବୟସରେ ଯୁବପିଢିଙ୍କର କେଶ ପାଚିଯାଉଛି । ଏହି ପାଚୁଥିବା କେଶକୁ ନେଇ ଏବେ ସମସ୍ତେ ଚିନ୍ତାରେ । ଏହି ସମସ୍ୟାକୁ ଦୂର କରିବା ପାଇଁ କିଏ ହେୟାର କଲର କରୁଛି ତ  ଆଉ କିଏ…

ଖୁବଶିଘ୍ର ବଜାରକୁ ଆସୁଛି ‘ଓପୋ ରେନୋ ୧୦ ଜୁମ୍’ ବାର୍ସେଲୋନା ଏଡ଼ିସନ୍ ମୋବାଇଲ୍

ନୂଆଦିଲ୍ଲୀ: ମୋବାଇଲ୍ ବ୍ୟବହାର କରୁଥିବା ଫୁଟବଲ୍ ପ୍ରେମୀଙ୍କ ଲାଗି ଖୁସିର ଖବର । ଅନ୍ୟତମ ଅଗ୍ରଣୀ ମୋବାଇଲ୍ ସେଟ୍ କମ୍ପାନୀ ଓପୋ ଫୁଟବଲପ୍ରେମୀଙ୍କ ଲାଗି ଏକ ସ୍ୱତନ୍ତ୍ର ମୋବାଇଲ୍ ବଜାରରେ ବିକ୍ରି ଆରମ୍ଭ କରିବାକୁ ଯାଉଛି । ଆଜି ଓପୋ କମ୍ପାନୀ ତାହାର ଏହି ସଦ୍ୟତମ ପ୍ରଡ଼କ୍ଟ ଲଞ୍ଚ କରିବା ନେଇ…

କାଙ୍କଡର ଫାଇଦା ବିଷୟରେ ଜାଣିଲେ ଆପଣବି ହୋଇଯିବେ ଆଶ୍ଚର୍ଯ୍ୟ

ସବୁଜ ପନିପରିବା ସବୁବେଳେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ନିୟମିତ ସେବନ ଦ୍ୱାରା ଆପଣ ବହୁ ରୋଗରୁ ରକ୍ଷା ପାଇବା ପାରିବେ । କିନ୍ତୁ ଏପରି କିଛି ପରିବା ରହିଛି, ଯାହାକୁ ସେବନ କରିବା ଦ୍ୱାରା ଆପଣ ବହୁତ ଜଲଦି ପରିଣାମ ପାଇପାରିବେ । ସେହିପରି ଏକ ପରିବା ହେଉଛି କାଙ୍କଡ । କେତେକ ଜାଗାରେ…

ଦୁବାଇ-ଭୁବନେଶ୍ୱର ସିଧା ବିମାନ ଚଳାଚଳ ନେଇ କେନ୍ଦ୍ର ସରକାରଙ୍କ ଇଙ୍ଗିତ !

ନୂଆଦିଲ୍ଲୀ: ଦୁବାଇ ଓ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ବିମାନ ଚଳାଚଳର ସମ୍ଭାବନା ନେଇ କେନ୍ଦ୍ର ସରକାର ଇଙ୍ଗିତ ପ୍ରଦାନ କରିଛନ୍ତି । ଏହି ସିଧାସଳଖ ବିମାନ ଚଳାଚଳ ଲାଗି ଗତ ସପ୍ତାହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଘରୋଇ ବିମାନ ଚଳାଚଳ ମନ୍ତ୍ରଣାଳୟର ଦୃଷ୍ଟି ଆକର୍ଷଣ…

ଓଡ଼ିଶା କ୍ୟାଡ଼ର୍ ଆଇପିଏସ ଅଧିକାରୀ ‘ନ୍ୟାସନାଲ୍ ପୋଲିସ ଏକାଡ଼େମୀ’ ନିର୍ଦ୍ଦେଶକ ଭାବେ ନିଯୁକ୍ତ

ହାଇଦ୍ରାବାଦ: ବରିଷ୍ଠ ଆଇପିଏସ ଅଧିକାରୀ ଅଭୟ ଯିଏକି ପୂର୍ବରୁ ଓଡ଼ିଶା କ୍ରାଇମବ୍ରାଞ୍ଚର ମୁଖ୍ୟଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ତାଙ୍କୁ ‘ନ୍ୟାସନାଲ୍ ପୋଲିସ ଏକାଡ଼େମୀ’ର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଓଡ଼ିଶା କ୍ୟାଡ଼ରର ତଥା ୧୯୮୬ ବ୍ୟାଚର ଏହି ଆଇପିଏସ ଅଧିକାରୀ ଏହି…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ ପାଖାପାଖି…

ଆସାମରେ ବନ୍ୟା ବିତ୍ପାତ: ଜଳମଗ୍ନ କାଞ୍ଜିରଙ୍ଗା ଅଭୟାରଣ୍ୟ

ନୂଆଦିଲ୍ଲୀ: ଆସମାରେ ଗତକିଛି ଦିନ ହେବ ଜାରି ରହିଥିବା ପ୍ରବଳ ବର୍ଷା ଯୋଗୁଁ ବ୍ରହ୍ମପୁତ୍ର ନଦୀ ଜଳ ପ୍ରାୟ ୩୦ଟି ଜିଲ୍ଲାରେ ପ୍ରବେଶ କରିବା ଫଳେ ଭୀଷଣ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ବନ୍ୟା ଯୋଗୁଁ ଆସାମରେ ପାଖାପାଖି ୨୬ ଲକ୍ଷରୁ ଅଧିକ ଜନଜୀବନ ପ୍ରଭାବିତ ହୋଇଛି । ଏପରିକି…

କର୍ଣ୍ଣାଟକ ସଙ୍କଟ: ଆସ୍ଥା ଭୋଟରେ ଅସନ୍ତୁଷ୍ଟ ବିଧାୟକ ଭାଗ ନେବା ଜରୁରୀ ନୁହେଁ: ସୁପ୍ରିମକୋର୍ଟ

ବେଙ୍ଗାଲୁରୁ: କର୍ଣ୍ଣାଟକ ରାଜନୀତି ଏବେ ଦିନକୁ ଦିନ ଜଟିଳ ହେବାରେ ଲାଗିଥିଲେ ମଧ୍ୟ ବୁଧବାର ଦିନ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ ଏବେ ସରଗରମ ହୋଇଉଠିଛି କର୍ଣ୍ଣାଟକ ବିଧାନସଭା । ଏହି ମାମଲାରେ ବୁଧବାରଦିନ ସୁପ୍ରିମକୋର୍ଟ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ, ଗୁରୁବାର…

କଥାକୁହା ଫଟୋ: ଲଗାଣ ବର୍ଷାର ପ୍ରତୀକ୍ଷା ଅ’ନ୍ତ ହେବା ପରେ ଆରମ୍ଭ ହେଲା ଚାଷ…

ଭୁୁବନେଶ୍ୱର: ମୌସୁମୀ ଏଥର ବହୁ ବିଳମ୍ବରେ ଓଡ଼ିଶା ଛୁଇଁବାପରେ ଲଗାଣ ବୃଷ୍ଟିପାତକୁ ଓଡ଼ିଶାର ଚାଷୀ ଚାହିଁ ରହିଥିଲେ । ଅନୁକୂଳ ପାଣିପାଗରେ ଆରମ୍ଭ ହୋଇଛି ଚାଷକାର୍ଯ୍ୟ ।