ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍
ଭୁବନେଶ୍ୱର: ରାଜ୍ୟରେ ଖୋଲିବନି ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟ। ଏନେଇ ଗୁରୁବାର ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ…