ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଅନଗ୍ରସରଙ୍କୁ ମିଳିବ ମାସିକ ୧୦ହଜାର ଟଙ୍କା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର: ଏଣିକ ପଦ୍ମଶ୍ରୀ ପୁରସ୍କାର ପାଇଥିବା ଅନଗ୍ରସର ବ୍ୟକ୍ତିମାନଙ୍କୁ ମାସିକ ୧୦ ହଜାର ଟଙ୍କାର ପ୍ରଦାନ କରାଯିବ। ସଂସ୍କୃତି ବିଭାଗ ତରଫରୁ ଆସିଥିବା ସୁପାରିଶକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।
ନିକଟରେ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବ୍ୟକ୍ତିମାନେ…