ଆଇଟିଇଆରରେ ୩ ଦିନିଆ ଫ୍ୟାକଲ୍ଟି ଡେଭଲପମେଣ୍ଟ୍ ପ୍ରୋଗ୍ରାମ ଆରମ୍ଭ
ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି ୟୁନିଭର୍ସିଟି) ଅନ୍ତର୍ଗତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ରେ ତିନି ଦିନିଆ ଫ୍ୟାକଲ୍ଟି ଡେଭଲପମେଣ୍ଟ୍ ପ୍ରୋଗ୍ରାମ ଆରମ୍ଭ ହୋଇଛି ।
ଅଲ୍ ଇଣ୍ଡିଆ କାଉନ୍ସିଲ୍ ଫର୍ ଟେକ୍ନିକାଲ୍ ଏଜୁକେସନ୍…