ସ୍ମୃତି ମନ୍ଧାନା ଓ ପଲାଶ ମୁଛଲ ବିବାଦ; ମୁହଁ ଖୋଲିଲେ ମିଷ୍ଟ୍ରି ଗାର୍ଲ୍
ମୁମ୍ବାଇ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ତଥା ଷ୍ଟାର କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତ ନିର୍ଦ୍ଦେଶକ ପଲାଶ ମୁଛଲଙ୍କ ବିବାହ ସ୍ଥଗିତ ହେବା ପରେ ଦୁହିଁଙ୍କ ସମ୍ପର୍କକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି।
ଅଧିକ ପଢନ୍ତୁ:- ସ୍ମୃତି ମନ୍ଧାନାଙ୍କୁ ଧୋକା ଦେଲେ କି…