ରଥଯାତ୍ରା ଲାଗି ପୁରୀକୁ ଗଡିବ ୧୯୪ଟି ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର : ଆସନ୍ତା ଜୁଲାଇ ୪ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଥିବା ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ ଲାଗି ୧୯୪ ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନେଇଛି ଇଷ୍ଟ କୋଷ୍ଟ ରେଲୱେ ।
ଏହି ସ୍ପେଶାଲ ଟ୍ରେନ୍ ଭୁବନେଶ୍ୱର, ରାଉରକେଲା, ସମ୍ବଲପୁର, କେନ୍ଦୁଝର,…