ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ…
ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥ ଏବେ ସମ୍ପୂର୍ଣ୍ଣ ଅସୁସ୍ଥ । ଜ୍ୱର ଜର୍ଜରିତ ଦେହରେ ଖଇ ଫୁଟୁଛି । ଯନ୍ତ୍ରଣାସିକ୍ତ ମହାପ୍ରଭୁଙ୍କ ଅଙ୍ଗ ଅଙ୍ଗରେ ହେଉଛି ଦରଜ । ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକ୍ଷେତ୍ରଧାମରେ ରହି ତାଙ୍କର ମାନବୀୟ ଲୀଳା ମାଧ୍ୟମରେ ଏ ସଂସାରରେ ଦୁଃଖ, ଯନ୍ତ୍ରଣା, ଜରା ଓ…