ସମ୍ବଲପୁରରେ ୪୫ ଡ଼ିଗ୍ରୀ ଛୁଇଁଲା ପାରଦ, ଅସହ୍ୟ ଉତ୍ତାପରେ ହନ୍ତସନ୍ତ ଓଡ଼ିଶା
ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ବୃଦ୍ଧି ଯୋଗୁଁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ରାଜ୍ୟର ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୫ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି ।
ଏହାବ୍ୟତୀତ, ମଙ୍ଗଳବାର ଦିନ ଓଡ଼ିଶାର ୧୨ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀ…