ଜଗତସିଂହପୁରରେ ପାନ ଦୋକାନୀଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ…
ଜଗତସିଂହପୁର: ଜଗତସିଂହପୁର ବସ ଷ୍ଟାଣ୍ଡ ନିକଟରେ ଜଣେ ପାନ ଦୋକାନ ମାଲିକଙ୍କୁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଯେଉଁ ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ମୁଖ୍ୟ ବସ୍ ଷ୍ଟାଣ୍ଡ ନିକଟ ଯୋଗଡ଼ାରୀ ଛକ…