ସାଇ-ଟେଡ୍ ୨୦୨୫ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସଭ୍ୟତାର ବିକାଶ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାରତକୁ ବିଶ୍ୱଶକ୍ତି ହେବାକୁ ହେଲେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଆମ ଛାତ୍ରଛାତ୍ରୀଙ୍କୁ ଦକ୍ଷତା ହାସଲ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ…